ଲୂକ ଲିଖିତ ସୁସମାଚାର 2:49 - ପବିତ୍ର ବାଇବଲ49 ଏହି ଶୁଣି ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋତେ କାହିଁକି ଖୋଜୁଥିଲ? ଯେଉଁଠାରେ ମୋର ପରମପିତାଙ୍କର କାର୍ଯ୍ୟ ଅଛି, ମୁଁ ସେଠାରେ ନିଶ୍ଚୟ ଥିବିବୋଲି ତୁମ୍ଭେମାନେ କ’ଣ ଜାଣି ନାହଁ?” Viz kapitolaପବିତ୍ର ବାଇବଲ (Re-edited) - (BSI)49 ଏଥିରେ ସେ ସେମାନଙ୍କୁ କହିଲେ, କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ? Viz kapitolaଓଡିଆ ବାଇବେଲ49 ଏଥିରେ ସେ ସେମାନଙ୍କୁ କହିଲେ, କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କ'ଣ ଜାଣି ନ ଥିଲ ? Viz kapitolaପବିତ୍ର ବାଇବଲ (CL) NT (BSI)49 ସେ ସେମାନଙ୍କୁ ଉତ୍ତର ଦେଲେ, “ତୁମେ କାହିଁକି ମୋତେ ଖୋଜିଲ? ପିତାଙ୍କ ଗୃହରେ ମୋର ରହିବା ଆବଶ୍ୟକ ବୋଲି ତୁମେ କ’ଣ ଜାଣି ନାହଁ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ଏଥିରେ ସେ ସେମାନଙ୍କୁ କହିଲେ, “କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ?” Viz kapitola |