ଲୂକ ଲିଖିତ ସୁସମାଚାର 2:8 - ପବିତ୍ର ବାଇବଲ8 ସେହି ରାତିରେ କେତେକ ମେଷପାଳକ ସେମାନଙ୍କର ମେଣ୍ଢାଗୁଡ଼ିକୁ ରାତିସାରା ପଦାରେ ଜଗି ରହିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ପଲ ଜଗୁଥିଲେ। Viz kapitolaଓଡିଆ ବାଇବେଲ8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)8 ଦେଶର ସେହି ଅଞ୍ଚଳରେ କେତେକ ମେଷପାଳକ ମେଷ ଜଗିବା ପାଇଁ ପ୍ରାନ୍ତରରେ ରାତ୍ରିକ୍ଷେପଣ କରୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ। Viz kapitola |