Online Bible

- Reklamy -




ଲୂକ ଲିଖିତ ସୁସମାଚାର 20:10 - ପବିତ୍ର ବାଇବଲ

10 ପରେ ଅଙ୍ଗୁର ତୋଳିବା ସମୟ ଆସିଲା। ତେଣୁ ଲୋକଟି ତା'ର ଜଣେ ଗ୍ଭକରକୁ ଏହି କୃଷକମାନଙ୍କ ପାଖକୁ ପଠାଇଲା ଯେପରି କୃଷକମାନେ ତାହାଙ୍କ ଭାଗ ଅଙ୍ଗୁର ଗ୍ଭକର ହାତରେ ଦେଇଦେବେ। କିନ୍ତୁ କୃଷକମାନେ ଗ୍ଭକରକୁ ମାଡ଼ ମାରି ଖାଲି ହାତରେ ପଠେଇ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଆଉ, କୃଷକମାନେ ଯେପରି ତାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଶୂନ୍ୟ ହସ୍ତରେ ଫେରାଇ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

10 ଆଉ କୃଷକମାନେ ଯେପରି ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥି ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଖାଲି ହାତରେ ଫେରାଇଦେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 ଯେତେବେଳେ ଦ୍ରାକ୍ଷା ଅମଳ କରିବାର ସମୟ ହେଲା, ସେ ଭାଗଚାଷୀମାନଙ୍କଠାରୁ ଅମଳର ଅଂଶ ଆଦାୟ କରିବା ପାଇଁ ଜଣେ ଦାସକୁ ପଠାଇଲେ। କିନ୍ତୁ ଚାଷୀମାନେ ଦାସକୁ କିଛି ନ ଦେଇ ମାଡ଼ ମାରି ପଠାଇଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ କୃଷକମାନେ ଯେପରି ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଶୂନ୍ୟ ହସ୍ତରେ ଫେରାଇଦେଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 20:10

Následuj nás:

Reklamy


Reklamy