ଲୂକ ଲିଖିତ ସୁସମାଚାର 20:15 - ପବିତ୍ର ବାଇବଲ15 ତେଣୁ କୃଷକମାନେ ମାଲିକର ପୁଅକୁ ଜୀବନରେ ମାରିଦେଲେ ଓ ଜମି ବାହାରକୁ ଫିଙ୍ଗି ଦେଲେ। “ଏବେ ଜମିମାଲିକ କ’ଣ କରିବ? Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ, ସେମାନେ ତାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। ଅତଏବ, ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ସେମାନଙ୍କ ପ୍ରତି କଅଣ କରିବେ? Viz kapitolaଓଡିଆ ବାଇବେଲ15 ଆଉ ସେମାନେ ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ବାହାରେ ପକାଇ ବଧ କଲେ । ଅତଏବ ଅଙ୍ଗୁର କ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କ'ଣ କରିବେ ? Viz kapitolaପବିତ୍ର ବାଇବଲ (CL) NT (BSI)15 ତେଣୁ ସେମାନେ ତାକୁ ବାହାରକୁ ଟାଣି ନେଇ ହତ୍ୟା କଲେ। ଯୀଶୁ ପଚାରିଲେ, “ତା’ହେଲେ ଦ୍ରାକ୍ଷା କ୍ଷେତର ମାଲିକ ସେହି ଚାଷୀମାନଙ୍କୁ କ’ଣ କରିବେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ସେମାନେ ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। ଅତଏବ ଦ୍ରାକ୍ଷାକ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କଅଣ କରିବେ? Viz kapitola |