ଲୂକ ଲିଖିତ ସୁସମାଚାର 20:22 - ପବିତ୍ର ବାଇବଲ22 ଆମ୍ଭକୁ କୁହ। କାଇସରଙ୍କୁ କର ଦେବା ଆମ୍ଭ ପକ୍ଷେ ଠିକ୍ ହେବ କି ନାହିଁ?” Viz kapitolaପବିତ୍ର ବାଇବଲ (Re-edited) - (BSI)22 କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ବିଧିସଙ୍ଗତ କି ନା? Viz kapitolaଓଡିଆ ବାଇବେଲ22 କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ଉଚିତ କି ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)22 କହନ୍ତୁ, ରୋମୀୟ ସମ୍ରାଟଙ୍କୁ କର ଦେବା ଆମର ବିଧିସଙ୍ଗତ କି ନା?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ବିଧିସଙ୍ଗତ କି ନୁହେଁ? Viz kapitola |