Online Bible

- Reklamy -




ଲୂକ ଲିଖିତ ସୁସମାଚାର 20:27 - ପବିତ୍ର ବାଇବଲ

27 କେତେକ ସାଦ୍ଦୂକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି ଯେ ଲୋକେ ମୃତ୍ୟୁରୁ ପୁଣି ବଞ୍ଚି ଉଠି ପାରିବେ ନାହିଁ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଏଥିଉତ୍ତାରେ ପୁନରୁତ୍ଥାନ ନାସ୍ତି କରୁଥିବା କେତେକ ସାଦ୍ଦୂକୀ ତାହାଙ୍କ ନିକଟକୁ ଆସି ପଚାରିଲେ,

Viz kapitola kopírovat

ଓଡିଆ ବାଇବେଲ

27 ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ମୃତମାନଙ୍କ ପୁନରୁତ୍ଥାନରେ ବିଶ୍ୱାସ କରୁ ନ ଥିବା କେତେଜଣ ସାଦ୍ଦୁକୀ ଯୀଶୁଙ୍କ ନିକଟକୁ ଆସି କହିଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,

Viz kapitola kopírovat




ଲୂକ ଲିଖିତ ସୁସମାଚାର 20:27

Následuj nás:

Reklamy


Reklamy