Online Bible

- Reklamy -




ଲୂକ ଲିଖିତ ସୁସମାଚାର 20:3 - ପବିତ୍ର ବାଇବଲ

3 ଯୀଶୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ମୋତେ କୁହ:

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ କୁହ,

Viz kapitola kopírovat

ଓଡିଆ ବାଇବେଲ

3 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ କୁହ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

3 ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମକୁ ଗୋଟିଏ ପ୍ରଶ୍ନ ପଚାରିବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ କୁହ,

Viz kapitola kopírovat




ଲୂକ ଲିଖିତ ସୁସମାଚାର 20:3

Následuj nás:

Reklamy


Reklamy