ଲୂକ ଲିଖିତ ସୁସମାଚାର 20:37 - ପବିତ୍ର ବାଇବଲ37 ମୋଶା ସ୍ପଷ୍ଟ ଭାବରେ ଦେଖେଇ ଦେଇଛନ୍ତି ଯେ ଲୋକେ ମୃତ୍ୟୁରୁ ପୁଣି ବଞ୍ଚି ଉଠନ୍ତି। ମୋଶା ଯେତେବେଳେ ‘ଜ୍ୱଳନ୍ତବୁଦା’ ବିଷୟରେ ଲେଖିଲେ, ସେ କହିଥିଲେ ଯେ, ‘ପ୍ରଭୁ (ପରମେଶ୍ୱର) ହେଉଛନ୍ତି ଅବ୍ରହାମଙ୍କ ପରମେଶ୍ୱର, ଇସ୍ହାକଙ୍କ ପରମେଶ୍ୱର, ଓ ଯାକୁବଙ୍କ ପରମେଶ୍ୱର’ Viz kapitolaପବିତ୍ର ବାଇବଲ (Re-edited) - (BSI)37 ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ଏହା ମୋଶା ମଧ୍ୟ ବୁଦାର ବୃତ୍ତାନ୍ତରେ ପ୍ରଭୁଙ୍କୁ ଅବ୍ରହାମଙ୍କ ଈଶ୍ଵର, ଇସ୍ହାକଙ୍କ ଈଶ୍ଵର ଓ ଯାକୁବଙ୍କ ଈଶ୍ଵର ବୋଲି କହି ସୂଚନା ଦେଇଅଛନ୍ତି। Viz kapitolaଓଡିଆ ବାଇବେଲ37 ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ବୋଲି କହି ସୂଚନା ଦେଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)37 ମୋଶା ସ୍ପଷ୍ଟରୂପେ ପ୍ରମାଣ କରି ଦେଇଛନ୍ତି ଯେ ମୃତମାନଙ୍କର ଉତ୍ଥାନ ହୁଏ। ଜଳନ୍ତା ବୁଦା ବିଷୟ ବର୍ଣ୍ଣନା ହୋଇଥିବା ଶାସ୍ତ୍ରାଂଶରେ ମୋଶା ପ୍ରଭୁଙ୍କୁ ‘ଅବ୍ରାହମଙ୍କ ଈଶ୍ୱର, ଯିସାହକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର’ ବୋଲି ଉଲ୍ଲେଖ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ‘ଅବ୍ରହାମଙ୍କ ଈଶ୍ବର, ଇସ୍ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର’ ବୋଲି କହି ସୂଚନା ଦେଇଅଛନ୍ତି। Viz kapitola |