Online Bible

- Reklamy -




ଲୂକ ଲିଖିତ ସୁସମାଚାର 20:38 - ପବିତ୍ର ବାଇବଲ

38 ଯଦି ପରମେଶ୍ୱର କହିଛନ୍ତି ଯେ, ସେ ସେମାନଙ୍କର ପରମେଶ୍ୱର, ତେବେ ଏ ଲୋକମାନେ ପ୍ରକୃତରେ ମୃତ ନୁହନ୍ତି। ସେ କେବଳ ଜୀବିତ ଲୋକମାନଙ୍କ ପରମେଶ୍ୱର। ଯେଉଁମାନେ ପରମେଶ୍ୱରଙ୍କ ଲୋକ, ସେମାନେ ସମସ୍ତେ ଜୀବିତ ଅଟନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ସେ ତ ମୃତମାନଙ୍କ ଈଶ୍ଵର ନୁହନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।

Viz kapitola kopírovat

ଓଡିଆ ବାଇବେଲ

38 ସେ ତ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 ପ୍ରଭୁ ଜୀବିତମାନଙ୍କ ଈଶ୍ୱର, ମୃତମାନଙ୍କର ନୁହନ୍ତି। ଅତଏବ ସେମାନେ ସମସ୍ତେ ତାଙ୍କ ଦୃଷ୍ଟିରେ ଜୀବିତ ଅଟନ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ସେ ତ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 20:38

Následuj nás:

Reklamy


Reklamy