ଲୂକ ଲିଖିତ ସୁସମାଚାର 20:43 - ପବିତ୍ର ବାଇବଲ43 ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ଶକ୍ତି ଅଧୀନରେ ରଖିବି।’ Viz kapitolaପବିତ୍ର ବାଇବଲ (Re-edited) - (BSI)43 ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ। Viz kapitolaଓଡିଆ ବାଇବେଲ43 ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’ Viz kapitola |