ଲୂକ ଲିଖିତ ସୁସମାଚାର 20:5 - ପବିତ୍ର ବାଇବଲ5 ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଏ ବିଷୟରେ କଥାବାର୍ତ୍ତା ହେଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେ ଯଦି କହିବା ଯେ ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା, ତେବେ ସେ ପଗ୍ଭରିବେ, ‘ତୁମ୍ଭେମାନେ ଯୋହନଙ୍କୁ କାହିଁକି ବିଶ୍ୱାସ କଲ ନାହିଁ?’ Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ଵର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାଙ୍କୁ ବିଶ୍ଵାସ କଲ ନାହିଁ? Viz kapitolaଓଡିଆ ବାଇବେଲ5 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)5 ସେମାନେ ପରସ୍ପର ଭିତରେ ବିତର୍କ କରି କହିଲେ, “କ’ଣ କହିବା? ଯଦି ଆମେ କହୁ, ‘ଈଶ୍ୱରଙ୍କଠାରୁ,’ ସେ କହିବେ, “ତା’ହେଲେ କାହିଁକି ଯୋହନଙ୍କୁ ବିଶ୍ୱାସ କଲ ନାହିଁ?’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ? Viz kapitola |