ଲୂକ ଲିଖିତ ସୁସମାଚାର 21:1 - ପବିତ୍ର ବାଇବଲ1 ଯୀଶୁ ଦେଖିଲେ ଯେ କେତେକ ଧନୀଲୋକ ମନ୍ଦିରର ଦାନବାକ୍ସରେ ପରମେଶ୍ୱରଙ୍କ ପାଇଁ ଦାନ ଦେଉଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ସେ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଭଣ୍ତାରରେ ଆପଣା ଆପଣା ଦାନ ପକାଉଥିବା ଦେଖିଲେ। Viz kapitolaଓଡିଆ ବାଇବେଲ1 ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ଦାନ ପକାଉଥିବା ଦେଖିଲେ । Viz kapitolaପବିତ୍ର ବାଇବଲ (CL) NT (BSI)1 ଯୀଶୁ ଚାରି ଆଡ଼କୁ ଚାହିଁ ଧନୀ ଲୋକମାନଙ୍କୁ ମନ୍ଦିରର ଦାନ ସଂଗ୍ରହ ବାକ୍ସରେ ଦାନ ପକାଉ ଥିବାର ଦେଖିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଭଣ୍ଡାରରେ ନିଜ ନିଜର ଦାନ ପକାଉଥିବା ଦେଖିଲେ। Viz kapitola |