Online Bible

- Reklamy -




ଲୂକ ଲିଖିତ ସୁସମାଚାର 21:15 - ପବିତ୍ର ବାଇବଲ

15 ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭେମାନେ ଯାହା କହିବ, ତୁମ୍ଭର କୌଣସି ଶତ୍ରୁ ତା'ର ଉତ୍ତର ଦେଇ ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ମୁଖ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 କାରଣ ମୁଁ ତୁମକୁ ଏପରି ବାକ୍ଶକ୍ତି ଓ ଜ୍ଞାନ ଦେବି ଯେ ତୁମ୍ଭମାନଙ୍କ କଥାକୁ ତୁମ ଶତ୍ରୁମାନେ ମିଥ୍ୟା ପ୍ରମାଣିତ କରି ଖଣ୍ଡନ କରି ପାରିବେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 21:15

Následuj nás:

Reklamy


Reklamy