ଲୂକ ଲିଖିତ ସୁସମାଚାର 21:16 - ପବିତ୍ର ବାଇବଲ16 ଏପରିକି ତୁମ୍ଭମାନଙ୍କର ବାପାମା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନେ ତୁମ୍ଭମାନଙ୍କର ବିରୋଧୀ ହୋଇଯିବେ। ସେମାନେ ତୁମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ ମାରିଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ତୁମ୍ଭେମାନେ ପିତାମାତା, ଭ୍ରାତା, ଆତ୍ମୀୟ ଓ ବନ୍ଧୁବାନ୍ଧବମାନଙ୍କ ଦ୍ଵାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକେ କାହାରିକାହାରିକି ବଧ କରିବେ, Viz kapitolaଓଡିଆ ବାଇବେଲ16 କିନ୍ତୁ ତୁମ୍ଭେମାନେ ବାପା ମା', ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ, Viz kapitolaପବିତ୍ର ବାଇବଲ (CL) NT (BSI)16 ତୁମ୍ଭମାନଙ୍କର ପିତାମାତା, ଭାଇମାନେ, ଆତ୍ମୀୟ ସ୍ୱଜନ ଓ ବନ୍ଧୁମାନେ ତୁମ୍ଭମାନଙ୍କୁ ଧରାଇଦେବେ ଓ ତୁମ୍ଭମାନଙ୍କ ମଧ୍ୟରୁ କେତେକ ମୃତ୍ୟୁ ଭୋଗ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ତୁମ୍ଭେମାନେ ପିତାମାତା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ, Viz kapitola |