Online Bible

- Reklamy -




ଲୂକ ଲିଖିତ ସୁସମାଚାର 21:25 - ପବିତ୍ର ବାଇବଲ

25 “ସୂର୍ଯ୍ୟ, ଚନ୍ଦ୍ର ଓ ତାରାମାନଙ୍କରେ ସଙ୍କେତ ରୂପକ ଅନେକ ଅ‌ଦ୍‌ଭୂତ ବିଷୟ ଘଟିବ। ପୃଥିବୀରେ ଲୋକମାନେ ନିରାଶ ଅନୁଭବ କରିବ। ସମୁଦ୍ରଗୁଡ଼ିକ ଭୟଙ୍କର ରୂପ ଧାରଣ କରିବ। ଲୋକେ କ’ଣ ପାଇଁ ଏପରି ହେଲା, ଜାଣିବେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଳେଶ ଘଟିବ, ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ହତବୁଦ୍ଧି ହେବେ,

Viz kapitola kopírovat

ଓଡିଆ ବାଇବେଲ

25 ପୁଣି, ସୁର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

25 “ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାନଙ୍କରେ ଅଦ୍ଭୁତ ଲକ୍ଷଣ ଦେଖାଯିବ। ସବୁ ଦେଶର ଲୋକମାନେ ହତାଶ ହେବେ ଏବଂ ସମୁଦ୍ରର ଗର୍ଜନ ଓ ଭୟଙ୍କର ଜୁଆର ସେମାନଙ୍କୁ ଭୟଭୀତ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 “ପୁଣି, ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ,

Viz kapitola kopírovat




ଲୂକ ଲିଖିତ ସୁସମାଚାର 21:25

Následuj nás:

Reklamy


Reklamy