ଲୂକ ଲିଖିତ ସୁସମାଚାର 21:26 - ପବିତ୍ର ବାଇବଲ26 ସଂସାରକୁ ମାଡ଼ି ଆସୁଥିବା ବିପଦକୁ ଚିନ୍ତା କରି ଲୋକେ ଭୟରେ ମୂର୍ଚ୍ଛିତ ହୋଇଯିବେ। ଆକାଶ ମଣ୍ଡଳର ପ୍ରତ୍ୟେକ ବିଷୟ ବଦଳି ଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶ-ମଣ୍ତଳର ଶକ୍ତିସମୂହ ବିଚଳିତ ହେବେ। Viz kapitolaଓଡିଆ ବାଇବେଲ26 ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)26 ସମଗ୍ର ପୃଥିବୀ ଉପରେ ଯାହା ଘଟିବାକୁ ଯାଉଛି, ତା’ର ଆଶଙ୍କାରେ ଲୋକମାନେ ଭୟରେ ମୂର୍ଚ୍ଛିତ ହେବେ, କାରଣ ମହାକାଶର ଜ୍ୟୋତିଷ୍କଗୁଡ଼ିକ କକ୍ଷଚ୍ୟୁତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବ। Viz kapitola |