ଲୂକ ଲିଖିତ ସୁସମାଚାର 21:31 - ପବିତ୍ର ବାଇବଲ31 ସେହିଭଳି ମୁଁ ତୁମ୍ଭମାନଙ୍କୁ ଯାହା କହିଛି ସେଗୁଡ଼ିକ ଘଟିବ। ଏହିସବୁ ଘଟଣା ଘଟିବା ଦେଖିଲେ ତୁମ୍ଭେମାନେ ଜାଣି ପାରିବ ଯେ, ପରମେଶ୍ୱରଙ୍କ ରାଜ୍ୟ ନିକଟ ହୋଇଗଲାଣି। Viz kapitolaପବିତ୍ର ବାଇବଲ (Re-edited) - (BSI)31 ସେହିପରି ତୁମ୍ଭେମାନେ ମଧ୍ୟ ଏହିସମସ୍ତ ଘଟଣା ଦେଖିଲେ ଈଶ୍ଵରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ। Viz kapitolaଓଡିଆ ବାଇବେଲ31 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ୱରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ । Viz kapitolaପବିତ୍ର ବାଇବଲ (CL) NT (BSI)31 ସେହିପରି ତୁମ୍ଭେମାନେ ଏସବୁ ବିଷୟ ଘଟିବାର ଦେଖିଲେ, ଈଶ୍ୱରଙ୍କ ବାକ୍ୟ ଆଗତପ୍ରାୟ ବୋଲି ଜାଣିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ। Viz kapitola |