Online Bible

- Reklamy -




ଲୂକ ଲିଖିତ ସୁସମାଚାର 21:32 - ପବିତ୍ର ବାଇବଲ

32 “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏହିସବୁରେ ଲୋକେ ବଞ୍ଚିଥିବା ସମୟ ଭିତରେ ଏସବୁ ଘଟଣା ଘଟିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

32 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 “ମନେରଖ, ବର୍ତ୍ତମାନ ଜୀବିତ ଥିବା ସମସ୍ତ ଲୋକଙ୍କର ମୃତ୍ୟୁ ପୂର୍ବର ଏସବୁ ବିଷୟ ଘଟିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 21:32

Následuj nás:

Reklamy


Reklamy