ଲୂକ ଲିଖିତ ସୁସମାଚାର 21:6 - ପବିତ୍ର ବାଇବଲ6 କିନ୍ତୁ ଯୀଶୁ କହିଲେ, “ଏବେ ତୁମ୍ଭେମାନେ ଏଠାରେ ଯାହାସବୁ ଦେଖୁଛ, ସମୟ ଆସିବ, ଯେତେବେଳେ ଏସବୁ ଧ୍ୱଂସ ହୋଇଯିବ। ଏହି ଭବନଗୁଡ଼ିକର ପ୍ରତ୍ୟେକ ପଥର ଭୂମିସାତ୍ ହୋଇ ପଡ଼ିବ। ଗୋଟିଏ ହେଲେ ପଥର ଅନ୍ୟ ଗୋଟିଏ ପଥର ଉପରେ ରହି ପାରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ। Viz kapitolaଓଡିଆ ବାଇବେଲ6 ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)6 “ତୁମ୍ଭେ ଏସବୁ ଦେଖୁଛ, କିନ୍ତୁ ସମୟ ଆସିବ, ଯେତେବେଳେ ଏଠାରେ ଥିବା ଗୋଟିଏ ପଥର ନିଜ ସ୍ଥାନରେ ରହିବ ନାହିଁ; ପ୍ରତ୍ୟେକଟି ତଳକୁ ଖସି ପଡ଼ିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।” Viz kapitola |