ଲୂକ ଲିଖିତ ସୁସମାଚାର 22:12 - ପବିତ୍ର ବାଇବଲ12 ତା'ପରେ ଘରମାଲିକ ତୁମ୍ଭମାନଙ୍କୁ ଉପର ମହଲାର ଗୋଟିଏ ବଡ଼ ବଖରା ଦେଖାଇ ଦେବେ। ଏ ବଖରାଟିରେ ତୁମ୍ଭେମାନେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ୍ କୋଠରି ଦେଖାଇଦେବେ; ସେସ୍ଥାନରେ ପ୍ରସ୍ତୁତ କର। Viz kapitolaଓଡିଆ ବାଇବେଲ12 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ କୋଠୋରୀ ଦେଖାଇଦେବେ; ସେ ସ୍ଥାନରେ ପ୍ରସ୍ତୁତ କର । Viz kapitolaପବିତ୍ର ବାଇବଲ (CL) NT (BSI)12 ସେ ତୁମକୁ ଉପର ମହଲାରେ ସଜ୍ଜିତ ଥିବା ଗୋଟିଏ ବଡ଼ କୋଠରୀ ଦେଖାଇବ। ସେଠାରେ ତୁମେ ସମସ୍ତ ବିଷୟ ପ୍ରସ୍ତୁତ ଥିବା ଦେଖିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ପ୍ରସ୍ତୁତ କର।” Viz kapitola |