ଲୂକ ଲିଖିତ ସୁସମାଚାର 22:15 - ପବିତ୍ର ବାଇବଲ15 ଯୀଶୁ ସେମାନଙ୍କୁ କହିଲେ, “ମୁଁ ମୋ’ ମୃତ୍ୟୁ ପୂର୍ବରୁ ତୁମ୍ଭମାନଙ୍କ ସହିତ ଏକାଠି ଏହି ନିସ୍ତାରପର୍ବର ଖାଦ୍ୟ ଖାଇବା ପାଇଁ ଏକାନ୍ତ ଇଚ୍ଛା କରିଥିଲିା Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ, ସେ ସେମାନଙ୍କୁ କହିଲେ, ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାର ଭୋଜ ପାଳନ କରିବାକୁ ଏକା; ବାଞ୍ଛା କଲି; Viz kapitolaଓଡିଆ ବାଇବେଲ15 ଆଉ ସେ ସେମାନଙ୍କୁ କହିଲେ, "ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାରଭୋଜ ପାଳନ କରିବାକୁ ଏକାନ୍ତ ବାଞ୍ଛା କଲି । Viz kapitolaପବିତ୍ର ବାଇବଲ (CL) NT (BSI)15 ସେ ସେମାନଙ୍କୁ କହିଲେ, “ମୋର ଦୁଃଖ ଭୋଗ ପୂର୍ବରୁ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାର ପର୍ବର ଭୋଜ ଖାଇବାକୁ ବହୁତ ଇଚ୍ଛା କରିଥିଲି! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ସେ ସେମାନଙ୍କୁ କହିଲେ, “ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାରଭୋଜ ପାଳନ କରିବାକୁ ଏକାନ୍ତ ବାଞ୍ଛା କଲି। Viz kapitola |