ଲୂକ ଲିଖିତ ସୁସମାଚାର 22:30 - ପବିତ୍ର ବାଇବଲ30 ମୋ’ ରାଜ୍ୟରେ ମୋ’ ସହିତ ଟେବୁଲ ଉପରେ ତୁମ୍ଭେମାନେ ଖିଆପିଆ କରିବ। ତୁମ୍ଭେମାନେ ସିଂହାସନଗୁଡ଼ିକ ଉପରେ ବସି ଇସ୍ରାଏଲର ବାରଟି ଯାକ ଗୋଷ୍ଠୀର ବିଗ୍ଭର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋʼ ମେଜରେ ଭୋଜନପାନ କରିବ, ପୁଣି ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ଵାଦଶ ଗୋଷ୍ଠୀକି ଶାସନ କରିବ। Viz kapitolaଓଡିଆ ବାଇବେଲ30 ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ । Viz kapitolaପବିତ୍ର ବାଇବଲ (CL) NT (BSI)30 ମୋ’ ରାଜ୍ୟରେ ତୁମ୍ଭେମାନେ ମୋର ମେଜରେ ଭୋଜନ ପାନ କରିବ ଓ ତୁମ୍ଭେମାନେ ଇଶ୍ରାୟେଲର ବାର ଗୋଷ୍ଠୀ ଉପରେ ଶାସନ କରିବା ପାଇଁ ସିଂହାସନରେ ବସିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।” Viz kapitola |