ଲୂକ ଲିଖିତ ସୁସମାଚାର 22:34 - ପବିତ୍ର ବାଇବଲ34 ଯୀଶୁ କିନ୍ତୁ କହିଲେ, “ପିତର, ଆସନ୍ତା କାଲି ସକାଳେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ କହିବ ଯେ, ତୁମ୍ଭେ ମୋତେ ଜାଣି ନାହଁ। ଏ କଥା ତୁମ୍ଭେ ତିନିଥର କହିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)34 କିନ୍ତୁ ସେ କହିଲେ, ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ଵୀକାର କରିବ। Viz kapitolaଓଡିଆ ବାଇବେଲ34 କିନ୍ତୁ ସେ କହିଲେ, ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବା । Viz kapitolaପବିତ୍ର ବାଇବଲ (CL) NT (BSI)34 ଯୀଶୁ କହିଲେ, “ପିତର, ମୁଁ ତୁମକୁ କହୁଛି, ଆଜି ରାତିରେ କୁକୁଡ଼ା ଡ଼ାକିବା ପୂର୍ବରୁ ତୁମେ ତିନି ଥର ମୋତେ ଅସ୍ୱୀକାର କରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 କିନ୍ତୁ ସେ କହିଲେ, “ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବ।” Viz kapitola |