ଲୂକ ଲିଖିତ ସୁସମାଚାର 22:39 - ପବିତ୍ର ବାଇବଲ39 ଯୀଶୁ ଯିରୁଶାଲମ ନଗର ଛାଡ଼ି ଜୀତପର୍ବତ ଉପରକୁ ଗଲେ। ସେ ଏପରି ଅଧିକାଂଶ ସମୟରେ କରୁଥିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ସହିତ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ। Viz kapitolaଓଡିଆ ବାଇବେଲ39 ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)39 ଯୀଶୁ ନଗର ଛାଡ଼ି ତାଙ୍କର ଅଭ୍ୟାସ ଅନୁସାରେ ପ୍ରାର୍ଥନା କରିବା ପାଇଁ ଜୀତ ପର୍ବତକୁ ଗଲେ ଓ ଶିଷ୍ୟମାନେ ମଧ୍ୟ ତାଙ୍କ ସହିତ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ। Viz kapitola |