ଲୂକ ଲିଖିତ ସୁସମାଚାର 22:48 - ପବିତ୍ର ବାଇବଲ48 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯିହୂଦା, ତୁମ୍ଭେ କ’ଣ ମନୁଷ୍ୟପୁତ୍ରଙ୍କୁ ତାହାଙ୍କ ଶତ୍ରୁମାନଙ୍କ ହାତରେ ଦେଇ ଦେବା ପାଇଁ ବନ୍ଧୁତାର ଚୁମ୍ବନକୁ ବ୍ୟବହାର କରୁଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)48 କିନ୍ତୁ ଯୀଶୁ ତାହାକୁ କହିଲେ, ହେ ଯିହୂଦା, ଚୁମ୍ଵନ ଦ୍ଵାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁହସ୍ତରେ ସମର୍ପଣ କରୁଅଛ? Viz kapitolaଓଡିଆ ବାଇବେଲ48 କିନ୍ତୁ ଯୀଶୁ ତାହାକୁ ହହିଲେ, ହେ ଯିହୂଦା, ଚୁମ୍ବନ ଦ୍ୱାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରୁଅଛ ? Viz kapitolaପବିତ୍ର ବାଇବଲ (CL) NT (BSI)48 କିନ୍ତୁ ଯୀଶୁ କହିଲେ, “ଯିହୂଦା, ଚୁମ୍ବନ ଦେଇ ତୁମେ କ’ଣ ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ଧରାଇ ଦେବାକୁ ଯାଉଛ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 କିନ୍ତୁ ଯୀଶୁ ତାହାକୁ କହିଲେ, “ହେ ଯିହୂଦା, ଚୁମ୍ବନ ଦ୍ୱାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରୁଅଛ?” Viz kapitola |