ଲୂକ ଲିଖିତ ସୁସମାଚାର 22:50 - ପବିତ୍ର ବାଇବଲ50 ଏବଂ ଜଣେ ଶିଷ୍ୟ ଖଣ୍ଡା ବ୍ୟବହାର କଲା। ମହାଯାଜକଙ୍କର ଗ୍ଭକରର ଡାହାଣ କାନଟି ସେ କାଟି ପକାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)50 ଆଉ, ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଆଘାତ କରି ତାହାର ଡାହାଣ କାନ କାଟି ପକାଇଲେ। Viz kapitolaଓଡିଆ ବାଇବେଲ50 ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)50 ଏହା କହି ସେମାନଙ୍କ ମଧ୍ୟରୁ ଜଣେ ପ୍ରଧାନ ଯାଜକଙ୍କ ଦାସର ଡ଼ାହାଣ କାନ କାଟି ପକାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ। Viz kapitola |