ଲୂକ ଲିଖିତ ସୁସମାଚାର 22:60 - ପବିତ୍ର ବାଇବଲ60 କିନ୍ତୁ ପିତର କହିଲେ, “ନା ଭାଇ! ତୁମ୍ଭେ ଯାହା କହୁଛ, ମୁଁ ତାହା ଜାଣେ ନାହିଁ। ପିତର ଏ କଥା କହିବା ବେଳେ ସେହିକ୍ଷଣି କୁକୁଡ଼ାଟିଏ ଡାକିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)60 କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ। ସେହିକ୍ଷଣି ସେ କଥା କହୁ କହୁ କୁକୁଡ଼ା ଡାକିଲା, Viz kapitolaଓଡିଆ ବାଇବେଲ60 କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ । ସେହିକ୍ଷଣି ସେ କହୁ କହୁ କୁକୁଡ଼ା ରାବିଲା; Viz kapitolaପବିତ୍ର ବାଇବଲ (CL) NT (BSI)60 କିନ୍ତୁ ପିତର ଉତ୍ତର ଦେଲେ, “ତୁମ୍ଭେ କ’ଣ କହୁଛ, ମୁଁ କିଛି ବୁଝିପାରୁ ନାହିଁ।” ଠିକ୍ ସେତିକିବେଳେ କୁକୁଡ଼ା ଡ଼ାକିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT60 କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ। ସେହିକ୍ଷଣି ସେ କହୁ କହୁ କୁକୁଡ଼ା ରାବିଲା; Viz kapitola |