ଲୂକ ଲିଖିତ ସୁସମାଚାର 22:62 - ପବିତ୍ର ବାଇବଲ62 ତା'ପରେ ପିତର ବାହାରକୁ ବାହାରିଯାଇ ବ୍ୟାକୁଳ ଭାବରେ କାନ୍ଦିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)62 ତାହା ତାଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟ; ବ୍ୟାକୁଳ ହୋଇ ରୋଦନ କଲେ। Viz kapitolaଓଡିଆ ବାଇବେଲ62 ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)62 ପିତର ବାହାରକୁ ଯାଇ ବ୍ୟାକୁଳ ଭାବରେ କାନ୍ଦିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT62 ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ। Viz kapitola |