Online Bible

- Reklamy -




ଲୂକ ଲିଖିତ ସୁସମାଚାର 23:14 - ପବିତ୍ର ବାଇବଲ

14 ପୀଲାତ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯୀଶୁଙ୍କୁ ମୋ’ ପାଖକୁ ଆଣିଛ। ତୁମ୍ଭେମାନେ କହୁଛ ଯେ ସେ ଲୋକଙ୍କ ମଧ୍ୟରେ ଗୋଳମାଳ ସୃଷ୍ଟି କରୁଛନ୍ତି। କିନ୍ତୁ ମୁଁ ତୁମ୍ଭମାନଙ୍କ ସମସ୍ତଙ୍କ ଉପସ୍ଥିତିରେ ତାହାଙ୍କୁ ପ୍ରଶ୍ନ କରିଛି। ତାହାଙ୍କଠାରେ ମୁଁ କୌଣସି ଭୁଲ୍ ଦେଖି ପାରିଲି ନାହିଁ। ତୁମ୍ଭେମାନେ ଯାହା କହୁଛ, ଯୀଶୁ ସେଥିରେ ଦୋଷୀ ନୁହନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଏ ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

14 ଏ ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେ ସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ । ହେରୋଦ ମଧ୍ୟ ପାଇ ନାହାଁନ୍ତି,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 “ତୁମେ ଏହି ଲୋକକୁ ମୋ’ ନିକଟକୁ ଆଣିଛ ଓ ସେ ଜନତାକୁ ବିଭ୍ରାନ୍ତ କରୁଥିଲା ବୋଲି କହୁଛ। ମୁଁ ତାକୁ ପରୀକ୍ଷା କଲି; କିନ୍ତୁ ତୁମେ ଅଭିଯୋଗ କରିଥିବା କୌଣସି ଦୋଷ ତା’ଠାରେ ପାଉ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏ ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେ ସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 23:14

Následuj nás:

Reklamy


Reklamy