ଲୂକ ଲିଖିତ ସୁସମାଚାର 23:26 - ପବିତ୍ର ବାଇବଲ26 ସୈନ୍ୟମାନେ ଯୀଶୁଙ୍କୁ ମାରିଦେବା ପାଇଁ ନେଇଗଲେ। ଠିକ୍ ସେହି ସମୟରେ ଜଣେ ଲୋକ ପଲ୍ଲୀଗ୍ରାମରୁ ଫେରି ନଗର ଭିତରକୁ ଆସୁଥିଲା। ତା'ର ନାମ ଥିଲା ଶିମୋନ। ଶିମୋନ କୁରୀଣ ନଗରର ଲୋକ ଥିଲା। ସୈନ୍ୟମାନେ ଯୀଶୁଙ୍କ କ୍ରୁଶ ବହନ କରି ଯୀଶୁଙ୍କ ପଛରେ ଯିବାକୁ ଶିମୋନକୁ ବାଧ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀଗ୍ରାମରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାଙ୍କ କାନ୍ଧରେ ତାହା ଥୋଇଲେ। Viz kapitolaଓଡିଆ ବାଇବେଲ26 ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀଗ୍ରାମରୁ ଆସୁଥିବା ଶିମୋନ ନାମକ ଜଣେ କୁରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)26 ସୈନ୍ୟମାନେ ଯୀଶୁଙ୍କୁ ନେଇଗଲେ। ସେମାନେ ଯିବା ସମୟରେ ଗ୍ରାମାଞ୍ଚଳରୁ ଆସୁଥିବା କୂରିଣୀୟ ଶିମୋନଙ୍କୁ ଭେଟିଲେ। ସେମାନେ ତାକୁ ଅଟକାଇ ତା’ ଉପରେ କ୍ରୁଶ ଲଦିଦେଲେ ଓ ଯୀଶୁଙ୍କ ପଛରେ ଯିବାକୁ ତାକୁ ବାଧ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ। Viz kapitola |