ଲୂକ ଲିଖିତ ସୁସମାଚାର 23:32 - ପବିତ୍ର ବାଇବଲ32 ଯୀଶୁଙ୍କ ସହିତ ମୃତ୍ୟୁ ଦଣ୍ଡ ଦିଆଯିବା ପାଇଁ ଆଉ ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆ ଯାଉଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)32 ପୁଣି, ପ୍ରାଣଦଣ୍ତ ଭୋଗିବା ନିମନ୍ତେ ଦୁଇଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ। Viz kapitolaଓଡିଆ ବାଇବେଲ32 ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)32 ଆଉ ଦୁଇ ଜଣ ଅପରାଧୀଙ୍କୁ ମଧ୍ୟ ଯୀଶୁଙ୍କ ସହିତ ମୃତ୍ୟୁ ଦଣ୍ଡ ଭୋଗ କରିବା ପାଇଁ ନିଆଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ। Viz kapitola |