ଲୂକ ଲିଖିତ ସୁସମାଚାର 23:41 - ପବିତ୍ର ବାଇବଲ41 ତୁ ଓ ମୁଁ ଉଭୟ ଅପରାଧୀ। ଆମ୍ଭେ ଦୋଷ କରିଥିଲୁ। ତେଣୁ ଆମ୍ଭେ ଯାହା ପାଇବାକୁ ଯୋଗ୍ୟ ଆମ୍ଭେ ତାହା ପାଇଛୁ। କିନ୍ତୁ ଏହି ଲୋକ କୌଣସି ଦୋଷ କରି ନାହାନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)41 ଆଉ, ଆମ୍ଭେମାନେ ସିନା ନ୍ୟାୟ ଭାବରେ ଦଣ୍ତ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି। Viz kapitolaଓଡିଆ ବାଇବେଲ41 ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାଁନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)41 ଅବଶ୍ୟ ଆମ ପକ୍ଷେ ଏହା ଯଥାର୍ଥ, କାରଣ ଆମେ ଯାହା କରିଅଛୁ, ତାହାର ସମୁଚିତ ଦଣ୍ଡ ଭୋଗୁଛୁ; କିନ୍ତୁ ସେ କୌଣସି ଦୋଷ କରି ନାହାନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି। Viz kapitola |