ଲୂକ ଲିଖିତ ସୁସମାଚାର 23:44 - ପବିତ୍ର ବାଇବଲ44 ସେତେବେଳେ ପ୍ରାୟ ଦିନ ଦ୍ୱିପ୍ରହର ହୋଇଥିଲା। କିନ୍ତୁ ଅପରାହ୍ନ ତିନିଟା ପର୍ଯ୍ୟନ୍ତ ସମଗ୍ର ଅଞ୍ଚଳ ଅନ୍ଧକାରମୟ ହୋଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)44 ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ, ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା, Viz kapitolaଓଡିଆ ବାଇବେଲ44 ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା, Viz kapitolaପବିତ୍ର ବାଇବଲ (CL) NT (BSI)44 ପ୍ରାୟ ମଧ୍ୟାହ୍ନ ବାର ଘଣ୍ଟା ସମୟରେ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ସମଗ୍ର ଦେଶରେ ଅପରାହ୍ନ ତିନି ଘଣ୍ଟା ପର୍ଯ୍ୟନ୍ତ ଅନ୍ଧକାର ଘୋଟିଗଲା Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା, Viz kapitola |