Online Bible

- Reklamy -




ଲୂକ ଲିଖିତ ସୁସମାଚାର 23:53 - ପବିତ୍ର ବାଇବଲ

53 ତେଣୁ ଯୋଷେଫ ଯୀଶୁଙ୍କ ଶରୀରକୁ କ୍ରୁଶ ଉପରୁ ତଳକୁ ଓହ୍ଲାଇ ଆଣିଲେ। ତାହା ଗୋଟିଏ ଲୁଗାରେ ସେ ଘୋଡ଼ାଇ ଦେଲେ। ସେ ଯୀଶୁଙ୍କ ଶରୀରକୁ ନେଇ ପାହାଡ଼ କାନ୍ଥରେ ଖୋଳା ହୋଇଥିବା ଓ ପୂର୍ବରୁ କେବେ ବ୍ୟବହୃତ ହୋଇ ନ ଥିବା କବର ମଧ୍ୟରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

53 ପୁଣି ତାହା ଓହ୍ଲାଇଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖା ଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧିରେ ତାହାଙ୍କୁ ଥୋଇଲେ।

Viz kapitola kopírovat

ଓଡିଆ ବାଇବେଲ

53 ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧିରେ ତାହାଙ୍କୁ ଥୋଇଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

53 ତା’ପରେ ଯୀଶୁଙ୍କ ଶରୀରକୁ ଓହ୍ଲାଇ ଆଣି ଗୋଟିଏ ସୂକ୍ଷ୍ମ ଚାଦରରେ ଗୁଡ଼ାଇଦେଲେ ଏବଂ ପାହାଡ଼ରେ ଖୋଳାଯାଇଥିବା ଏକ ଅବ୍ୟବହୃତ ସମାଧି ମଧ୍ୟରେ ତାକୁ ରଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧି-ସ୍ଥାନରେ ତାହାଙ୍କୁ ଥୋଇଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 23:53

Následuj nás:

Reklamy


Reklamy