ଲୂକ ଲିଖିତ ସୁସମାଚାର 23:56 - ପବିତ୍ର ବାଇବଲ56 ତା'ପରେ ସେହି ସ୍ତ୍ରୀ ଲୋକମାନେ ଯୀଶୁଙ୍କ ଶରୀରରେ ଲଗାଇବା ପାଇଁ ସୁଗନ୍ଧିତ ଦ୍ରବ୍ୟ ପ୍ରସ୍ତୁତ କରିବାକୁ ସେଠାରୁ ଗ୍ଭଲିଗଲେ। ବିଶ୍ରାମ ଦିବସରେ ସେମାନେ ବିଶ୍ରାମ ନେଲେ। କାରଣ ମୋଶାଙ୍କ ନିୟମ ଲୋକମାନଙ୍କୁ ଏହା କରିବାକୁ ଆଜ୍ଞା ଦେଇଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)56 ପୁଣି ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ। Viz kapitolaଓଡିଆ ବାଇବେଲ56 ପୁଣି, ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)56 ତା’ପରେ ସେମାନେ ଘରକୁ ଫେରିଯଇ ମୃତ ଦେହରେ ମଖାଇବା ପାଇଁ ସୁଗନ୍ଧ ଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ। କିନ୍ତୁ ବ୍ୟବସ୍ଥା ଅନୁସାରେ ସେହି ଦିନ ବିଶ୍ରାମବାର ଥିବାରୁ ସେମାନେ ବିଶ୍ରାମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 ପୁଣି, ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ। Viz kapitola |