ଲୂକ ଲିଖିତ ସୁସମାଚାର 24:18 - ପବିତ୍ର ବାଇବଲ18 ତାହାଙ୍କ ଭିତରୁ କ୍ଲେୟପା ନାମକ ଲୋକଟି ଉତ୍ତର ଦେଲା, “ତୁମ୍ଭେ ଯିରୁଶାଲମଠାରେ ରହୁଥିବା ଜଣେ ମାତ୍ର ଲୋକ ଯେ କି ଗତ କେତେଦିନ ଭିତରେ ଘଟି ଯାଇଥିବା ଘଟଣାଗୁଡ଼ିକ ବିଷୟରେ କିଛି ଜାଣ ନାହଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ, ସେମାନଙ୍କ ମଧ୍ୟରୁ କ୍ଳେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ? Viz kapitolaଓଡିଆ ବାଇବେଲ18 ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କ'ଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ ? Viz kapitolaପବିତ୍ର ବାଇବଲ (CL) NT (BSI)18 ସେମାନଙ୍କ ମଧ୍ୟରୁ କ୍ଲିପୟା ନାମକ ଜଣେ ତାଙ୍କୁ ପଚାରିଲେ, “ଯିରୂଶାଲମରୁ ଆସିଥିବା ଲୋକମାନଙ୍କ ମଧ୍ୟରୁ ଆପଣ କ’ଣ ଏକାକୀ ସେ ସ୍ଥାନରେ ଗତ କେତେ ଦିନର ଘଟଣା ଜାଣନ୍ତି ନାହିଁ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ? Viz kapitola |