ଲୂକ ଲିଖିତ ସୁସମାଚାର 24:19 - ପବିତ୍ର ବାଇବଲ19 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କେଉଁ ଘଟଣା ଗୁଡ଼ିକ ବିଷୟରେ କହୁଛ?” ଲୋକମାନେ ଯୀଶୁଙ୍କୁ କହିଲେ, “ନାଜରିତୀୟ ଯୀଶୁଙ୍କ ବିଷୟରେ। ସେ ପରମେଶ୍ୱର ଓ ଲୋକମାନଙ୍କ ପାଇଁ ଜଣେ ମହାନ୍ ଭବିଷ୍ୟଦ୍ବକ୍ତା ଥିଲେ। ସେ ବହୁତ ଗୁଡ଼ିଏ ଶକ୍ତିଶାଳୀ କାର୍ଯ୍ୟ କରିଥିଲେ ଓ କହିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ଵର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ, Viz kapitolaଓଡିଆ ବାଇବେଲ19 ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା ? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ୱର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ, Viz kapitolaପବିତ୍ର ବାଇବଲ (CL) NT (BSI)19 “କେଉଁ ଘଟଣା”? ସେ ପଚାରିଲେ। ସେମାନେ ଉତ୍ତର ଦେଲେ, “ନାଜରିତର ଯୀଶୁଙ୍କ ପ୍ରତି ଯାହା ସବୁ ଘଟିଲା। ସେ ଜଣେ ଭାବବାଦୀ ଥିଲେ। ଈଶ୍ୱରଙ୍କ ଦୃଷ୍ଟିରେ ଓ ଲୋକମାନଙ୍କ ବିଚାରରେ ସେ ଜଣେ ଅତି ଶକ୍ତିଶାଳୀ ବ୍ୟକ୍ତି ଥିଲେ। ତାଙ୍କର ସମସ୍ତ କାର୍ଯ୍ୟ ଓ କଥାରୁ ଏହା ଜଣାପଡ଼ୁଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ, Viz kapitola |