Online Bible

- Reklamy -




ଲୂକ ଲିଖିତ ସୁସମାଚାର 24:27 - ପବିତ୍ର ବାଇବଲ

27 ତା'ପରେ ଯୀଶୁ ଶାସ୍ତ୍ରମାନଙ୍କରେ ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ସେଗୁଡ଼ିକୁ ଗୋଟି ଗୋଟି କରି ବୁଝାଇବାକୁ ଲାଗିଲେ। ଯୀଶୁ ମୋଶାଙ୍କ ପୁସ୍ତକରୁ ଆରମ୍ଭ କରି ଅନ୍ୟ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପର୍ଯ୍ୟନ୍ତ ସମସ୍ତେ ତାହାଙ୍କ ବିଷୟରେ ଯାହାସବୁ କହିଥିଲେ, ସେଗୁଡ଼ିକ ବୁଝାଇ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ଵନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।

Viz kapitola kopírovat

ଓଡିଆ ବାଇବେଲ

27 ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ଯୀଶୁ, ମୋଶଶଙ୍କ ପୁସ୍ତକ ଓ ଅନ୍ୟାନ୍ୟ ଭାବବାଦୀମାନଙ୍କ ଦ୍ୱାରା ଲିଖିତ ଭାବବାଣୀଠାରୁ ଆରମ୍ଭ କରି ସମୁଦାୟ ଧର୍ମଶାସ୍ତ୍ରରେ ତାଙ୍କ ବିଷୟରେ ଯାହା ଯାହା ଉଲ୍ଲେଖ ଥିଲା, ସେସବୁ ସେମାନଙ୍କୁ ବୁଝାଇଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 24:27

Následuj nás:

Reklamy


Reklamy