ଲୂକ ଲିଖିତ ସୁସମାଚାର 24:32 - ପବିତ୍ର ବାଇବଲ32 ତା'ପରେ ସେମାନେ ପରସ୍ପର କଥାବାର୍ତ୍ତା ହେଲେ, “ଯେତେବେଳେ ଯୀଶୁ ଆମ୍ଭ ସହିତ ରାସ୍ତାରେ କଥାବାର୍ତ୍ତା ହେଉଥିଲେ, ସେତେବେଳେ ଆମ୍ଭ ହୃଦୟ ଭିତରେ ଅଗ୍ନି ଜଳି ଉଠିବା ଭଳି ମନେ ହେଉଥିଲା। ସେ ଆମ୍ଭକୁ ଯେତେବେଳେ ଶାସ୍ତ୍ରର ବାସ୍ତବ ଅର୍ଥ ବୁଝାଉଥିଲେ, ତାହା ଆମ୍ଭକୁ ଉତ୍ତେଜିତ କରି ଦେଉଥିଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା? Viz kapitolaଓଡିଆ ବାଇବେଲ32 ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା ? Viz kapitolaପବିତ୍ର ବାଇବଲ (CL) NT (BSI)32 ସେମାନେ ପରସ୍ପରକୁ କହିଲେ, “ପଥ ମଧ୍ୟରେ ସେ ଆମ ସହିତ କଥାବାର୍ତ୍ତା କରୁଥିବା ସମୟରେ ଓ ଧର୍ମଶାସ୍ତ୍ର ବୁଝାଉଥିବା ସମୟରେ ଆମ ମନରେ ନିଆଁ ଜଳିବା ପରି ଆମେ ଅନୁଭବ କରୁ ନ ଥିଲୁ କି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା? Viz kapitola |