ଲୂକ ଲିଖିତ ସୁସମାଚାର 24:38 - ପବିତ୍ର ବାଇବଲ38 କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ କାହିଁକି ବ୍ୟସ୍ତ ହୋଇ ପଡ଼ୁଛ? ଯାହା ଦେଖୁଛ, ସେଥିରେ କାହିଁକି ସନ୍ଦେହ କରୁଛ? Viz kapitolaପବିତ୍ର ବାଇବଲ (Re-edited) - (BSI)38 ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି? Viz kapitolaଓଡିଆ ବାଇବେଲ38 ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି ? Viz kapitolaପବିତ୍ର ବାଇବଲ (CL) NT (BSI)38 କିନ୍ତୁ ସେ ସେମାନଙ୍କୁ କହିଲେ, “କାହିଁକି ଡ଼ରୁଛ? କାହିଁକି ତୁମ ମନରେ ଏସବୁ ସନ୍ଦେହ ହେଉଛି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେଥିରେ ସେ ସେମାନଙ୍କୁ କହିଲେ, “କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି? Viz kapitola |