ଲୂକ ଲିଖିତ ସୁସମାଚାର 24:41 - ପବିତ୍ର ବାଇବଲ41 ଶିଷ୍ୟମାନେ ବିସ୍ମିତ ହୋଇଗଲେ। ସେମାନେ ଯୀଶୁଙ୍କୁ ଶରୀରରେ ଦେଖି ବହୁତ ଖୁସୀ ହୋଇଗଲେ। ତଥାପି ସେମାନେ ଯାହା ଦେଖିଲେ, ତାହା ବିଶ୍ୱାସ କରି ପାରିଲେ ନାହିଁ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ କିଛି ଖାଇବା ପଦାର୍ଥ ଅଛି କି?” Viz kapitolaପବିତ୍ର ବାଇବଲ (Re-edited) - (BSI)41 ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ଵାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଦ୍ୟ ଅଛି? Viz kapitolaଓଡିଆ ବାଇବେଲ41 ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, ଏଠାରେ ତୁମ୍ଭମାନଙ୍କ ପାଖରେ କ'ଣ ଖାଦ୍ୟ ଅଛି ? Viz kapitolaପବିତ୍ର ବାଇବଲ (CL) NT (BSI)41 ସେମାନେ ଆନନ୍ଦରେ ଅଧୀର ହୋଇଗଲେ, ତଥାପି ବିଶ୍ୱାସ କରି ପାରିଲେ ନାହିଁ। ତେଣୁ ସେ ସେମାନଙ୍କୁ ପଚାରିଲେ, “ଏଠାରେ ତୁମ ପାଖରେ କିଛି ଖାଦ୍ୟ ଅଛି କି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, “ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ ଖାଦ୍ୟ ଅଛି?” Viz kapitola |