Online Bible

- Reklamy -




ଲୂକ ଲିଖିତ ସୁସମାଚାର 24:50 - ପବିତ୍ର ବାଇବଲ

50 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଯିରୁଶାଲମରୁ ବେଥନୀୟାକୁ କଢ଼ାଇ ନେଇଗଲେ। ଯୀଶୁ ତାହାଙ୍କର ହାତ ଟେକି ଶିଷ୍ୟମାନଙ୍କୁ ଆଶୀର୍ବାଦ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

50 ତତ୍ପରେ ସେ ସେମାନଙ୍କୁ ବେଥନୀଆକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ।

Viz kapitola kopírovat

ଓଡିଆ ବାଇବେଲ

50 ତତ୍ପରେ ସେ ସେମାନଙ୍କୁ ବେଥନିଅାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

50 ତା’ପରେ ସେ ସେମାନଙ୍କୁ ବେଥାନୀ ପର୍ଯ୍ୟନ୍ତ ନେଇଗଲେ। ସେଠାରେ ସେ ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ତତ୍ପରେ ସେ ସେମାନଙ୍କୁ ବେଥନୀୟାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 24:50

Následuj nás:

Reklamy


Reklamy