ଲୂକ ଲିଖିତ ସୁସମାଚାର 24:52 - ପବିତ୍ର ବାଇବଲ52 ଶିଷ୍ୟମାନେ ସେଠାରେ ତାହାଙ୍କୁ ଆରାଧନା କଲେ। ତା'ପରେ ସେମାନେ ଯିରୁଶାଲମକୁ ଫେରିଗଲେ। ସେମାନେ ବହୁତ ଖୁସୀ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)52 ଆଉ, ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମକୁ ବାହୁଡ଼ିଗଲେ, Viz kapitolaଓଡିଆ ବାଇବେଲ52 ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମକୁ ବାହୁଡ଼ିଗଲେ, Viz kapitolaପବିତ୍ର ବାଇବଲ (CL) NT (BSI)52 ସେମାନେ ତାଙ୍କର ଆରାଧନା କରି ମହାଆନନ୍ଦରେ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମ ସହରକୁ ବାହୁଡ଼ିଗଲେ, Viz kapitola |