ଲୂକ ଲିଖିତ ସୁସମାଚାର 3:1 - ପବିତ୍ର ବାଇବଲ1 ତିବିରିଅ କାଇସରଙ୍କ ରାଜତ୍ୱର ପନ୍ଦରତମ ବର୍ଷ ସମୟର କଥା। ଯିହୂଦା ପ୍ରଦେଶର ଶାସକ ପନ୍ତିୟ ପୀଲାତ, ଗାଲିଲୀର ଶାସକ ହେରୋଦ, ଇତୂରିୟା ଓ ତ୍ରାଖୋନୀତି ପ୍ରଦେଶର ଶାସକ ହେରୋଦର ଭାଇ ଫିଲିପ୍ପ ଓ ଅବିଲୀନୀର ଶାସକ ଲୂସାନିୟା, ଏ ସମସ୍ତେ କାଇସରଙ୍କ ଅଧୀନରେ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତିବିରିଅ କାଇସରଙ୍କ ରାଜତ୍ଵର ପଞ୍ଚଦଶ ବର୍ଷରେ, ଯେତେବେଳେ ପନ୍ତୀୟ ପୀଲାତ ଯିହୂଦା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାଙ୍କ ଭ୍ରାତା ଫିଲିପ୍ପ ଇତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ। Viz kapitolaଓଡିଆ ବାଇବେଲ1 ତିବିରିଅା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୁସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ Viz kapitolaପବିତ୍ର ବାଇବଲ (CL) NT (BSI)1 ସମ୍ରାଟ ଟାଲବିରିୟସ୍ଙ୍କ ରାଜତ୍ୱର ପଞ୍ଚଦଶ ବର୍ଷରେ ପନ୍ତିୟ ପିଲାତ ଯିହୂଦା ପ୍ରଦେଶର ରାଜ୍ୟପାଳ ଥିଲେ। ହେରୋଦ ଗାଲିଲୀର ସାମନ୍ତ ରାଜା ଥିଲେ ଏବଂ ତାଙ୍କ ଭାଇ ଫିଲିପ ଇଟୁରିଆ ଓ ଟ୍ରାକୋନିଟିସ୍ର ଏବଂ ଲିସାନିଆସ୍ ଆବିଲିନ୍ର ସାମନ୍ତ ରାଜା ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦିୟା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ Viz kapitola |