ଲୂକ ଲିଖିତ ସୁସମାଚାର 3:13 - ପବିତ୍ର ବାଇବଲ13 ଯୋହନ ସେମାନଙ୍କୁ କହିଲେ, “ତୁମ୍ଭକୁ ଯେତିକି ନେବାକୁ ଆଦେଶ ଦିଆଯାଇଛି, ତା'ଠାରୁ ଅଧିକ କର ଲୋକମାନଙ୍କଠାରୁ ନିଅ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯାହା ନିରୂପିତ, ତାହା ଅପେକ୍ଷା ଅଧିକ ଆଦାୟ କର ନାହିଁ। Viz kapitolaଓଡିଆ ବାଇବେଲ13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)13 ସେ ସେମାନଙ୍କୁ କହିଲେ, “ଉଚିତ୍ ପରିମାଣଠାରୁ ଅଧିକ ଆଦାୟ କର ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ। Viz kapitola |