Online Bible

- Reklamy -




ଲୂକ ଲିଖିତ ସୁସମାଚାର 3:16 - ପବିତ୍ର ବାଇବଲ

16 ସେତେବେଳେ ଯୋହନ ସେମାନଙ୍କୁ କହିଲେ, “ମୁଁ ତ ତୁମ୍ଭମାନଙ୍କୁ ଜଳରେ ବାପ୍ତିଜିତ କରୁଛି, କିନ୍ତୁ ମୋ'ଠାରୁ ଅଧିକ ଶକ୍ତିଶାଳୀ ଜଣେ ଆସୁଛନ୍ତି। ତାହାଙ୍କର ଜୋତାର ଫିତା ଫିଟାଇବାକୁ ମଧ୍ୟ ମୁଁ ଯୋଗ୍ୟ ନୁହେଁ। ସେ ତୁମ୍ଭମାନଙ୍କୁ ପବିତ୍ରଆତ୍ମା ଓ ଅଗ୍ନି ଦ୍ୱାରା ବାପ୍ତିଜିତ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।

Viz kapitola kopírovat

ଓଡିଆ ବାଇବେଲ

16 ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

16 କିନ୍ତୁ ଯୋହନ କହିଲେ, “ମୁଁ ତୁମ୍ଭମାନଙ୍କୁ ଜଳରେ ଦୀକ୍ଷା ଦେଉଛି, କିନ୍ତୁ ଜଣେ ଆସୁଛନ୍ତି ଯେ ମୋ’ଠାରୁ ଆହୁରି ମହାନ୍। ଏପରି କି ତାଙ୍କ ପାଦୁକାର ବନ୍ଧନ ଫିଟାଇବା ପାଇଁ ମଧ୍ୟ ମୁଁ ଯୋଗ୍ୟ ନୁହେଁ। ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ଦୀକ୍ଷିତ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 3:16

Následuj nás:

Reklamy


Reklamy