ଲୂକ ଲିଖିତ ସୁସମାଚାର 4:16 - ପବିତ୍ର ବାଇବଲ16 ତା'ପରେ ସେ ନାଜରିତକୁ ଆସିଲେ। ନାଜରିତରେ ସେ ପ୍ରତିପାଳିତ ହୋଇଥିଲେ। ସବୁଥର ଭଳି ସେ ବିଶ୍ରାମ ଦିନ ଯିହୂଦୀ ସମାଜଗୃହକୁ ଗଲେ। ସେ ପାଠ କରିବା ପାଇଁ ଠିଆ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ। Viz kapitolaଓଡିଆ ବାଇବେଲ16 ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)16 ତା’ପରେ ଯୀଶୁ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେଠାକୁ ଗଲେ। ବିଶ୍ରାମବାର ଦିନ ତାଙ୍କ ରୀତି ଅନୁସାରେ ପୂର୍ବପରି ସେ ସମାଜ ଗୃହକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ। Viz kapitola |