Online Bible

- Reklamy -




ଲୂକ ଲିଖିତ ସୁସମାଚାର 4:20 - ପବିତ୍ର ବାଇବଲ

20 ଯୀଶୁ ପୁସ୍ତକ ବନ୍ଦ କରି ସେବକଙ୍କୁ ଫେରାଇଦେଲେ। ତା'ପରେ ସେ ବସି ପଡ଼ିଲେ। ସମାଜଗୃହରେ ଥିବା ପ୍ରତ୍ୟେକ ଲୋକର ଲକ୍ଷ୍ୟ ତାହାଙ୍କ ଉପରେ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ପରେ ସେ ପୁସ୍ତକ ବନ୍ଦ କରି ପରିଚାରକକୁ ତାହା ଫେରାଇ ଦେଇ ଉପବେଶନ କଲେ, ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା।

Viz kapitola kopírovat

ଓଡିଆ ବାଇବେଲ

20 ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକକୁ ତାହା ଫେରାଇଦେଇ ବସିଲେ । ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ଯୀଶୁ ପୁସ୍ତକ ବନ୍ଦ କରି ପରିଚାରକକୁ ଫେରାଇ ଦେଇ ଉପବେଶନ କଲେ। ସମାଜ ଗୃହରେ ଥିବା ସମସ୍ତଙ୍କ ଦୃଷ୍ଟି ତାଙ୍କ ଉପରେ ନିବଦ୍ଧ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକଙ୍କୁ ତାହା ଫେରାଇଦେଇ ବସିଲେ। ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା।

Viz kapitola kopírovat




ଲୂକ ଲିଖିତ ସୁସମାଚାର 4:20

Následuj nás:

Reklamy


Reklamy