ଲୂକ ଲିଖିତ ସୁସମାଚାର 4:24 - ପବିତ୍ର ବାଇବଲ24 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, କୌଣସି ଭବିଷ୍ୟଦ୍ବକ୍ତାକୁ ନିଜ ନଗରରେ ଗ୍ରହଣ କରାଯାଏ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପୈତୃକ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ। Viz kapitolaଓଡିଆ ବାଇବେଲ24 ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)24 ଯୀଶୁ ପୁନର୍ବାର କହିଲେ, “ମୁଁ କହୁଛି, ଭାବବାଦୀ ନିଜ ବାସସ୍ଥାନରେ ଆଦୃତ ହୁଏ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ। Viz kapitola |