ଲୂକ ଲିଖିତ ସୁସମାଚାର 4:28 - ପବିତ୍ର ବାଇବଲ28 ସମାଜଗୃହରେ ଥିବା ସବୁଲୋକେ ଯୀଶୁଙ୍କ ଏହି କଥା ସବୁ ଶୁଣି ଖୁବ୍ ରାଗିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ସମାଜଗୃହରେ ଏହିସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ, Viz kapitolaଓଡିଆ ବାଇବେଲ28 ସମାଜଗୃହରେ ଏହି ସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ, Viz kapitolaପବିତ୍ର ବାଇବଲ (CL) NT (BSI)28 ଏକଥା ଶୁଣି, ସମାଜ ଗୃହରେ ଉପସ୍ଥିତ ଥିବା ଲୋକମାନେ କ୍ରୋଧାନ୍ୱିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସମାଜଗୃହରେ ଏହିସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ, Viz kapitola |